ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ଜୁଲାଇ (ହି.ସ.) - ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ସମାଜ ସୁଧାରକ, ସ୍ୱରାଜର ପ୍ରଣେତା ଲୋକମାନ
ଲୋକମାନ୍ୟ ବାଲ ଗଙ୍ଗାଧର     ତିଲକଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ଜୁଲାଇ (ହି.ସ.)

- ଲୋକମାନ୍ୟ

ବାଲ ଗଙ୍ଗାଧର ତିଲକଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ସମାଜ ସୁଧାରକ, ସ୍ୱରାଜର ପ୍ରଣେତା ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କ ଜୟନ୍ତୀରେ

ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ଜଣେ ଜନନାୟକ ଭାବେ ତାଙ୍କର ବ୍ୟକ୍ତିତ୍ୱ ଏବଂ କୃତିତ୍ୱ

ସର୍ବଦା ପ୍ରେରଣାରଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande