ଭୁବନେଶ୍ୱର, 23 ଜୁଲାଇ (ହି.ସ.)- ଲୋକମାନ୍ୟ ବାଲ୍ ଗଙ୍ଗାଧର ତିଲକଙ୍କ ସ୍ମୃତିଚାରଣ
କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା
କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ଲୋକମାନ୍ୟ ବାଲ୍ ଗଙ୍ଗାଧର ତିଲକଙ୍କ ଜୟନ୍ତୀରେ
କୋଟି କୋଟି ପ୍ରଣାମ ଜଣାଉଛି। ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅଦମ୍ୟ ସାହସ ପାଇଁ ସେ ଚିର
ସ୍ମରଣୀୟ ହୋଇ ରହିବେ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା