ଆଜି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ
ଭୁବନେଶ୍ୱର, 24 ଜୁଲାଇ (ହି.ସ.) - ଆଜି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଆଜି ଗୁରୁବାର ଶ୍ରାବଣ:କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ
ଆଜି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ


ଭୁବନେଶ୍ୱର, 24 ଜୁଲାଇ (ହି.ସ.)

- ଆଜି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀଜିଉଙ୍କ

ଦର୍ଶନ ବନ୍ଦ ରହିବ । ଆଜି ଗୁରୁବାର ଶ୍ରାବଣ:କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ

ଚିତାଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ

ଘ.୨.୩୦ ମି. ଠାରୁ ସନ୍ଧ୍ୟା ଘ୬.୩୦ ମିନିଟ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି

ମହାପ୍ରଭୁଙ୍କ ମସ୍ତକରେ ଲାଗି ହେବ ସୁବର୍ଣ୍ଣ ଚିତା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande