କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ନାଟ୍ୟଶାସ୍ତ୍ରର ''ଭରତମୁନି'' କବିଚନ୍ଦ୍ର କାଳ
କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ     ମହାଲିଙ୍ଗ


ଭୁବନେଶ୍ୱର, 24 ଜୁଲାଇ (ହି.ସ.)- କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଓଡ଼ିଆ ନାଟ୍ୟଶାସ୍ତ୍ରର 'ଭରତମୁନି' କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ପୁଣ୍ୟତିଥିରେ ବିନମ୍ର

ଶ୍ରଦ୍ଧାଞ୍ଜଳି ଜଣାଉଛି। ଓଡ଼ିଆ ସାହିତ୍ୟ ତଥା ନାଟ୍ୟ ଜଗତକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ

ଚିରସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande