ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ସେମାନଙ୍କ ପାଇଁ ବୁମେରାଂ ହେବ- ସୁରେଶ ପୂଜାରୀ
ଭୁବନେଶ୍ୱର, 24 ଜୁଲାଇ (ହି.ସ.) - ବିରୋଧୀ ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ । ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ସେମାନଙ୍କ ପାଇଁ ବୁମେରାଂ ହେବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ବିରୋଧୀଙ୍କ ଅଧିକାର ଅଛି ସେମାନେ ଅନାସ୍ଥା ଆଣି ପାରି
ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ସେମାନଙ୍କ ପାଇଁ ବୁମେରାଂ ହେବ- ସୁରେଶ ପୂଜାରୀ


ଭୁବନେଶ୍ୱର, 24 ଜୁଲାଇ (ହି.ସ.)

- ବିରୋଧୀ ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ ।

ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ସେମାନଙ୍କ ପାଇଁ ବୁମେରାଂ ହେବ ବୋଲି କହିଛନ୍ତି ରାଜସ୍ୱ

ମନ୍ତ୍ରୀ ସୁରେଶ ପୂଜାରୀ । ବିରୋଧୀଙ୍କ ଅଧିକାର ଅଛି ସେମାନେ ଅନାସ୍ଥା ଆଣି ପାରିବେ । କିନ୍ତୁ

ଟିକେ ହୋମ ୱାର୍କ କରିକି ଆସନ୍ତୁ । ବିଜେଡି କଂଗ୍ରେସ 40 ବର୍ଷର ହିସାବ ନେଇକି ଆସନ୍ତୁ । ଆମେ

ଗୋଟିଏ ବର୍ଷର ହିସାବ ଦେବୁ । ସେମାନେ ଲମ୍ବା ସମୟ ଧରି କଣ କରିଛନ୍ତି ଆମେ ବର୍ଷକରେ କଣ କରିଛୁ

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande