ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍
ଭୁବନେଶ୍ୱର, 25 ଜୁଲାଇ (ହି.ସ.) - ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍ । ଏବେ ମୋଟ୍ ୧୨ଟି ସ୍ଲୁଇସ୍‌ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି । ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ସ୍ଲୁଇସ୍‌ ଗେଟ୍ ଖୋଲା ଯାଇଛି । ---------------
ପୁଣି ଖୋଲିଲା ହୀରାକୁଦ     ଡ୍ୟାମର ୪ଟି ଗେଟ୍


ଭୁବନେଶ୍ୱର, 25 ଜୁଲାଇ (ହି.ସ.)

- ପୁଣି ଖୋଲିଲା

ହୀରାକୁଦ ଡ୍ୟାମର ୪ଟି ଗେଟ୍ । ଏବେ ମୋଟ୍ ୧୨ଟି ସ୍ଲୁଇସ୍‌ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ

ହେଉଛି । ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ସ୍ଲୁଇସ୍‌ ଗେଟ୍ ଖୋଲା ଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande