ଆସନ୍ତା ୧୨ ଘଣ୍ଟାରେ ଅବପାତ ରୂପ ନେବ ସ୍ପଷ୍ଟ ଚିହ୍ନିତ ଲଘୁଚାପ
ଭୁବନେଶ୍ୱର, 25 ଜୁଲାଇ (ହି.ସ.)- ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା ୧୨ ଘଣ୍ଟାରେ ଅବପାତ ରୂପ ନେବ ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଏନେଇ ସତର୍କ କରାଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କର
ଆସନ୍ତା ୧୨ ଘଣ୍ଟାରେ ଅବପାତ     ରୂପ ନେବ ସ୍ପଷ୍ଟ ଚିହ୍ନିତ ଲଘୁଚାପ


ଭୁବନେଶ୍ୱର, 25 ଜୁଲାଇ (ହି.ସ.)- ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା

୧୨ ଘଣ୍ଟାରେ ଅବପାତ ରୂପ ନେବ ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଏନେଇ ସତର୍କ

କରାଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ

ମୁହାଁଇବ । ପ୍ରଭାବରେ ଓଡ଼ିଶାରେ ବର୍ଷା

ହେବା ନେଇ ସତର୍କ ସୂଚନା ଜାରି ହୋଇଛି । ଆସନ୍ତା ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା

ସମ୍ଭାବନା ରହିଛି । ସମୁଦ୍ର

ଅଶାନ୍ତରୁ ଅତି ଅଶାନ୍ତ ରହିବ, ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande