ଭୁବନେଶ୍ୱର,୨୫ ଜୁଲାଇ (ହି.ସ)- ପ୍ରଫେସର ଯଜେ୍ଞଶ୍ୱର ଦଣ୍ଡପାଟଙ୍କୁ ପୁଣି ଥରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଦାୟିତ୍ୱ ମିଳିଛି। ପୁନଃ ନିଯୁକ୍ତି ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନୂଆ କୁଳପତି ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ ପ୍ରଫେସର ଦଣ୍ଡପାଟ। ଶ୍ରୀ ଦଣ୍ଡପାଟ ବାୟୋଟେକ୍ନୋଲୋଜି ବିଭାଗର ପ୍ରଫେସର ଅଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା