ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆସାମ ଗୃହମନ୍ତ୍ରୀ
ଭୁବନେଶ୍ୱର, ୨୬ ଜୁଲାଇ (ହି.ସ.) - ଆସାମର ଗୃହ ମନ୍ତ୍ରୀ ରୁପେଶ ଗ୍ୱାଲା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଲୋକସେବା ଭବନ ଠାରେ ଉଭୟ ସୌଜନ୍ୟମୂଳକ ସାକ୍ଷାତ କରିଥିବା ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ---------------
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆସାମ ଗୃହମନ୍ତ୍ରୀ


ଭୁବନେଶ୍ୱର, ୨୬ ଜୁଲାଇ (ହି.ସ.) - ଆସାମର ଗୃହ ମନ୍ତ୍ରୀ ରୁପେଶ ଗ୍ୱାଲା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଲୋକସେବା ଭବନ ଠାରେ ଉଭୟ ସୌଜନ୍ୟମୂଳକ ସାକ୍ଷାତ କରିଥିବା ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande