ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି
ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି
ଯେ, ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ ଏବଂ ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ
ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା