ଆଜି କଟକ ଜିଲ୍ଲାରେ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍
ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ଆଜି କଟକ ଜିଲ୍ଲାରେ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍ । ପ୍ରବଳ ବର୍ଷା ଓ ଜଳବନ୍ଦୀ ପରିସ୍ଥିତି ଦୃଷ୍ଟିରୁ ଛୁଟି ବାତିଲ୍ ଘୋଷଣା କରାଯାଇଛି । ଆଜି ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ଅଧିକାରୀ ଓ କର୍ମଚାରୀଙ୍କୁ ଅଫିସ୍‌ରେ
ଆଜି କଟକ ଜିଲ୍ଲାରେ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍


ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ଆଜି କଟକ ଜିଲ୍ଲାରେ ସରକାରୀ କାର୍ଯ୍ୟାଳୟର ଛୁଟି

ବାତିଲ୍ । ପ୍ରବଳ ବର୍ଷା ଓ ଜଳବନ୍ଦୀ ପରିସ୍ଥିତି ଦୃଷ୍ଟିରୁ ଛୁଟି ବାତିଲ୍ ଘୋଷଣା କରାଯାଇଛି । ଆଜି

ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ଅଧିକାରୀ ଓ କର୍ମଚାରୀଙ୍କୁ ଅଫିସ୍‌ରେ

ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande