ଅମରେଶ ଜେନାଙ୍କୁ ବିଜେଡିରୁ ନିଲମ୍ବିତ
ଭୁବନେଶ୍ୱର, ୨୭ ଜୁଲାଇ (ହି.ସ.) -ଭୁବନେଶ୍ୱର କର୍ପୋରେଟର ଅମରେଶ ଜେନାଙ୍କୁ ବିଜେଡିରୁ ନିଲମ୍ବିତ ହୋଇଛନ୍ତି। ଦୁଷ୍କର୍ମ ଅଭିଯୋଗରେ କମିଶନରେଟ୍ ପୁଲିସ୍ ତାଙ୍କୁ ଗିରଫ କରିବା ପରେ ଦଳ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ଦଳରୁ
ଅମରେଶ ଜେନାଙ୍କୁ ବିଜେଡିରୁ ନିଲମ୍ବିତ


ଭୁବନେଶ୍ୱର, ୨୭ ଜୁଲାଇ (ହି.ସ.) -ଭୁବନେଶ୍ୱର କର୍ପୋରେଟର ଅମରେଶ ଜେନାଙ୍କୁ ବିଜେଡିରୁ ନିଲମ୍ବିତ ହୋଇଛନ୍ତି। ଦୁଷ୍କର୍ମ ଅଭିଯୋଗରେ କମିଶନରେଟ୍ ପୁଲିସ୍ ତାଙ୍କୁ ଗିରଫ କରିବା ପରେ ଦଳ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ଦଳର ଉପ ସଭାପତି ପ୍ରତାପ ଜେନା ଏକ ବିଜ୍ଞପ୍ତିରେ ଜଣାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande