ଡକ୍ଟର ଏ.ପି.ଜେ ଅବଦୁଲ କାଲାମଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଜୁଏଲ ଓରାମ
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ଡକ୍ଟର ଏ.ପି.ଜେ ଅବଦୁଲ କାଲାମଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଦେଶର ପୂର୍ବତନ ରାଷ୍ଟ୍ରପତି, ମହାନ ବୈଜ୍ଞାନିକ ଭାରତ ରତ୍ନରେ ଅଳଙ
ଡକ୍ଟର ଏ.ପି.ଜେ ଅବଦୁଲ     କାଲାମଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଜୁଏଲ ଓରାମ


ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ଡକ୍ଟର ଏ.ପି.ଜେ

ଅବଦୁଲ କାଲାମଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ

ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଦେଶର ପୂର୍ବତନ ରାଷ୍ଟ୍ରପତି, ମହାନ

ବୈଜ୍ଞାନିକ ଭାରତ ରତ୍ନରେ ଅଳଙ୍କୃତ, ମିସାଇଲ ମ୍ୟାନ ଡ.ଏପିଜେ ଅବଦୁଲ କାଲାମଙ୍କ ପୁଣ୍ୟତିଥିରେ

ତାଙ୍କୁ ପ୍ରଣାମ କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande