ବିଧାୟକ ଶାରଦା ପ୍ରସାଦ ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ବିଧାୟକ ଶାରଦା ପ୍ରସାଦ ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମାହାଙ୍ଗାର ଲୋକପ୍ରିୟ ବିଧାୟକ ଶ୍ରୀ ଶାରଦା ପ୍ରସାଦ ପ୍ରଧାନଙ୍କୁ ଜନ୍ମଦିନର ହାର୍ଦ୍ଦି
ବିଧାୟକ ଶାରଦା ପ୍ରସାଦ     ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ବିଧାୟକ ଶାରଦା

ପ୍ରସାଦ ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମାହାଙ୍ଗାର ଲୋକପ୍ରିୟ ବିଧାୟକ ଶ୍ରୀ ଶାରଦା ପ୍ରସାଦ

ପ୍ରଧାନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଆପଣଙ୍କୁ ଦୀର୍ଘ, ସୁସ୍ଥ ଓ ନିରାମୟ ଜୀବନ ପ୍ରଦାନ କରନ୍ତୁ ଏତିକି ପ୍ରାର୍ଥନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande