ପଦ୍ମଶ୍ରୀ ଗୋପୀନାଥ ସ୍ୱାଇଁଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ
ଭୁବନେଶ୍ୱର, ୨୭ ଜୁଲାଇ (ହି.ସ.) - ଭୁବନେଶ୍ୱର ଏମସ୍ ରେ ଚିକିତ୍ସିତ ହେଉଥିବା ପଦ୍ମଶ୍ରୀ ଗୁରୁ ଗୋପୀନାଥ ସ୍ୱାଇଁ ଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏକ୍ସରେ ନବୀନ ଲେଖିଛନ୍ତି ସୁନାମଧନ୍ୟ କଳାକାର ତଥା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ଗଞ୍ଜାମର, ଗୁରୁ ଗୋପୀନାଥ
ପଦ୍ମଶ୍ରୀ ଗୋପୀନାଥ ସ୍ୱାଇଁଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ


ଭୁବନେଶ୍ୱର, ୨୭ ଜୁଲାଇ (ହି.ସ.) - ଭୁବନେଶ୍ୱର ଏମସ୍ ରେ ଚିକିତ୍ସିତ ହେଉଥିବା ପଦ୍ମଶ୍ରୀ ଗୁରୁ ଗୋପୀନାଥ ସ୍ୱାଇଁ ଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

ଏକ୍ସରେ ନବୀନ ଲେଖିଛନ୍ତି ସୁନାମଧନ୍ୟ କଳାକାର ତଥା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ଗଞ୍ଜାମର, ଗୁରୁ ଗୋପୀନାଥ ସ୍ୱାଇଁ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ନେଇ ଅବଗତ ହେଲି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଉତମ ସ୍ୱାସ୍ଥ୍ୟ ଏବଂ ଆଶୁଆରୋଗ୍ୟ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande