ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ଡକ୍ଟର ଏ.ପି.ଜେ ଅବଦୁଲ କାଲାମଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ
ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଭାରତୀୟ
ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିଥିବା ବିଶିଷ୍ଟ ବୈଜ୍ଞାନିକ, ପୂର୍ବତନ ରାଷ୍ଟ୍ରପତି, ଭାରତ ରତ୍ନ ତଥା ମିସାଇଲ୍ ମ୍ୟାନ୍ ଭାବେ ସୁପରିଚିତ ଡକ୍ଟର
ଏ.ପି.ଜେ ଅବଦୁଲ କାଲାମଙ୍କ ପୁଣ୍ୟତିଥିରେ ସଶ୍ରଦ୍ଧ ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା