କେନ୍ଦୁଝର, ୨୮ ଜୁଲାଇ(ହି.ସ.) – ଜିଲ୍ଲାପାଳଙ୍କ ନେତୃତ୍ୱରେ ସାହାରପଡା ପଂଚାୟତ ସମିତି କାର୍ଯ୍ୟାଳୟରେ 'ମିଳିତ ଅଭିଯୋଗ ଶୁଣାଣି' ଶିବିର ଅନୁଷ୍ଠିତ ହୋଇଛି। ଆରକ୍ଷୀ ଅଧିକ୍ଷକ, ବନଖଣ୍ଡ ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ଏହି ଅବସରରେ ଦିବ୍ୟାଙ୍ଗଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।
ହିନ୍ଦୁସ୍ଥାନ ସମାଚାର/ସନ୍ତୋଷ/ବୀଣାପାଣି
.......................................
ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA