ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଂଚଳ ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୯ ଜୁଲାଇ (ହି.ସ)- ଆଜି ବନ୍ୟା କ୍ଷତିଗ୍ରସ୍ତ ଅଂଚଳ ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବିଭିନ୍ନ କ୍ଷତିଗ୍ରସ୍ତ ଅଂଚଳ ବୁଲି ଦେଖିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ବି ଅନୁଧ୍ୟାନ କରିବେ। ---------------
ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଂଚଳ ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୨୯ ଜୁଲାଇ (ହି.ସ)- ଆଜି ବନ୍ୟା କ୍ଷତିଗ୍ରସ୍ତ ଅଂଚଳ ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବିଭିନ୍ନ କ୍ଷତିଗ୍ରସ୍ତ ଅଂଚଳ ବୁଲି ଦେଖିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ବି ଅନୁଧ୍ୟାନ କରିବେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande