ଭୁବନେଶ୍ୱର, ୨୯ ଜୁଲାଇ (ହି.ସ)- ଆଇଏଏସ୍ ଅଧିକାରୀ ଚଂଚଲ ରାଣା ମଙ୍ଗଳବାର ଦିନ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ର କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ବିଏମସି ମେୟର ସୁଲୋଚନା ଦାସ ଓ ଅନ୍ୟ ଅଧିକାରୀମାନେ ଫୁଲତୋଡା ଦେଇ ତାଙ୍କୁ ସ୍ୱାଗତ ଜଣାଇଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା