ସୁରେଶ ପୂଜାରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 29 ଜୁଲାଇ (ହି.ସ.)- ସୁରେଶ ପୂଜାରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କୁ ଜନ୍ମଦି
ସୁରେଶ ପୂଜାରୀଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 29 ଜୁଲାଇ (ହି.ସ.)- ସୁରେଶ

ପୂଜାରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଶ୍ରୀ ସୁରେଶ ପୂଜାରୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ। ମା' ସମଲେଇଙ୍କ ନିକଟରେ ଆପଣ ସୁଖ, ସମୃଦ୍ଧି ଏବଂ ନିରାମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande