ଭୁବନେଶ୍ୱର, 29 ଜୁଲାଇ (ହି.ସ.)
- ଆସନ୍ତାକାଲି
୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ
ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ
ସୂଚନା ଦିଆଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା