ବୃକ୍ଷ ଗଙ୍ଗା ଅଭିଯାନ ଆରମ୍ଭ
କେନ୍ଦୁଝର, ୩ ଜୁଲାଇ (ହି.ସ.) - ଆଜି ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ଜଂଘିରା ଶିବ ମନ୍ଦିର ପରିସରରେ ବୃକ୍ଷ ଗଙ୍ଗା ଅଭିଯାନ ଆରମ୍ଭ ହୋଇଯାଇଛି। ଗାୟତ୍ରୀ ପରିବାର ପକ୍ଷରୁ ଆୟୋଜିତ ଏହି ଅଭିଯାନ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ତେଲକୋଇ ବିଧାୟକ ଫକିର ନାଏକ। ଏହି ଅବସରରେ ସ୍ଥାନୀୟ ବିଦ୍ୟାଳୟ ର ଛାତ୍
Brukhya ganga abhijan


କେନ୍ଦୁଝର, ୩ ଜୁଲାଇ (ହି.ସ.) - ଆଜି ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ଜଂଘିରା ଶିବ ମନ୍ଦିର ପରିସରରେ ବୃକ୍ଷ ଗଙ୍ଗା ଅଭିଯାନ ଆରମ୍ଭ ହୋଇଯାଇଛି। ଗାୟତ୍ରୀ ପରିବାର ପକ୍ଷରୁ ଆୟୋଜିତ ଏହି ଅଭିଯାନ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ତେଲକୋଇ ବିଧାୟକ ଫକିର ନାଏକ। ଏହି ଅବସରରେ ସ୍ଥାନୀୟ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଓ ଗ୍ରାମବାସୀଙ୍କୁ ଦଶ ହଜାରରୁ ଉର୍ଦ୍ଧ ବିଭିନ୍ନ ଔଷଧୀୟ ଚାରା ବଂଟନ କରଯାଇଥିଲା।

ହିନ୍ଦୁସ୍ଥାନ ସମାଚାର/ସନ୍ତୋଷ/ଭାନୁ

ହିନ୍ଦୁସ୍ଥାନ ସମାଚାର / SANTOSH MOHAPATRA


 rajesh pande