ହିଙ୍ଗୁଳା ମନ୍ଦିରରେ ପୂଜାର୍ଚ୍ଚନା କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 3 ଜୁଲାଇ (ହି.ସ.) ତାଳଚେରେ ହିଙ୍ଗୁଳା ମନ୍ଦିରରେ ଦର୍ଶନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମା ହିଙ୍ଗୁଳା ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଅଞ୍ଚଳ ବାସୀଙ୍କ ପାଇଁ ମଙ୍ଗଳ କାମନା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମ
ହିଙ୍ଗୁଳା ମନ୍ଦିରରେ ପୂଜାର୍ଚ୍ଚନା କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 3 ଜୁଲାଇ (ହି.ସ.)

ତାଳଚେରେ ହିଙ୍ଗୁଳା ମନ୍ଦିରରେ

ଦର୍ଶନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମା ହିଙ୍ଗୁଳା ଦର୍ଶନ

କରିବା ସହ ପୂଜାର୍ଚ୍ଚନା କରି ଅଞ୍ଚଳ ବାସୀଙ୍କ ପାଇଁ ମଙ୍ଗଳ କାମନା କରିଛନ୍ତି କେନ୍ଦ୍ର ଶିକ୍ଷା

ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ସହ ହିଙ୍ଗୁଳା ମନ୍ଦିରରେ ଚାଲିଥିବା ମନ୍ଦୀର କାର୍ଯ୍ୟ ଓ

ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande