ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀମାନଙ୍କ ପାଇଁ ଆରମ୍ଭ ହୋଇଛି ଦକ୍ଷତା ବିକାଶ କର୍ମଶାଳା
ଭୁବନେଶ୍ୱର, 30 ଜୁଲାଇ (ହି.ସ.)- ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀମାନଙ୍କ ପାଇଁ ଆରମ୍ଭ ହୋଇଛି ଦକ୍ଷତା ବିକାଶ କର୍ମଶାଳା । ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ମୁଖ୍ୟ ଶାସନ ସଚିବ ଓ ମହିଳ
ଶିଶୁ ବିକାଶ ପ୍ରକଳ୍ପ     ଅଧିକାରୀମାନଙ୍କ ପାଇଁ ଆରମ୍ଭ ହୋଇଛି ଦକ୍ଷତା ବିକାଶ କର୍ମଶାଳା


ଭୁବନେଶ୍ୱର, 30 ଜୁଲାଇ (ହି.ସ.)- ଲୋକସେବା ଭବନ

ସମ୍ମିଳନୀ କକ୍ଷରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀମାନଙ୍କ ପାଇଁ ଆରମ୍ଭ ହୋଇଛି ଦକ୍ଷତା ବିକାଶ

କର୍ମଶାଳା । ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା

। ମୁଖ୍ୟ ଶାସନ ସଚିବ ଓ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଉପସ୍ଥିତ ଅଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande