ଅଗଷ୍ଟ ୯ ତୃତୀୟ କିସ୍ତି ପରେ ଖୋଲିବ ସୁଭଦ୍ରା ପୋର୍ଟାଲ
ଭୁବନେଶ୍ୱର, 30 ଜୁଲାଇ (ହି.ସ.)- ସୁଭଦ୍ରାକୁ ନେଇ ବଡ଼ ଅପଡେଟ ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଅଗଷ୍ଟ ୯ ତୃତୀୟ କିସ୍ତି ପରେ ଖୋଲିବ ସୁଭଦ୍ରା ପୋର୍ଟାଲ । ୨୧ ବର୍ଷ ହୋଇଥିବା ଯୁବତୀ କରି ପାରିବେ ଆବେଦନ । ୨ ଲକ୍ଷ ବାଦ ପଡିଥିବା ହିତାଧିକାରୀଙ୍କୁ ଯୋଡ଼ିବା
ଅଗଷ୍ଟ ୯ ତୃତୀୟ କିସ୍ତି ପରେ     ଖୋଲିବ ସୁଭଦ୍ରା ପୋର୍ଟାଲ


ଭୁବନେଶ୍ୱର, 30 ଜୁଲାଇ (ହି.ସ.)- ସୁଭଦ୍ରାକୁ ନେଇ

ବଡ଼ ଅପଡେଟ ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଅଗଷ୍ଟ ୯ ତୃତୀୟ କିସ୍ତି ପରେ ଖୋଲିବ ସୁଭଦ୍ରା

ପୋର୍ଟାଲ । ୨୧ ବର୍ଷ ହୋଇଥିବା ଯୁବତୀ କରି ପାରିବେ ଆବେଦନ । ୨ ଲକ୍ଷ ବାଦ ପଡିଥିବା

ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ଆଉ ଥରେ ହେବ ସର୍ଭେ । ଗାଡି କିଣା ଏବଂ ୫ ଏକର ଜମି ଥିବା ସହ

ଆଇଟି ରିଟର୍ଣ୍ଣ କରିଥିବାରୁ ସେମାନଙ୍କୁ ବାଦ ଦିଆଯାଇଛି । ସେହିପରି ୯୩ ହଜାର ହିତାଧିକାରୀଙ୍କୁ

୬୦ ବର୍ଷ ହୋଇଥିବାରୁ ସାମାଜିକ ଓ ସୁରକ୍ଷା ବିଭାଗକୁ ତାଙ୍କ ଲିଷ୍ଟ ପଠେଇ ଦିଆଯାଇଛି। ଭତ୍ତା

ପାଇଁ ସେମାନଙ୍କୁ ଆଉ ଆବେଦନ କରିବାକୁ ପଡ଼ିବ ନାହିଁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande