ଜିଲ୍ଲାପାଳଙ୍କୁ ଭେଟିଲେ ଜିଲ୍ଲାର ବ୍ଲକ ଅଧ୍ୟକ୍ଷ
କେନ୍ଦ୍ରାପଡ଼ା, ୩୦ ଜୁଲାଇ(ହି.ସ.) – କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବ୍ଲକ ଅଧ୍ୟକ୍ଷ ମାନେ ନୂତନ ଜିଲ୍ଲାପାଳଙ୍କୁ ଭେଟି ସମ୍ବର୍ନ୍ଧନା ଦେବା ସହ ବ୍ଲକର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ । ଗରଦପୁର ବ୍ଲକ ଅଧ୍ୟକ୍ଷ ଅଭୟ କୁମାର ମହାରାଜଙ୍କ ନେତୃତ୍ୱରେ ଆୟୋଜିତ ଏହି ସମ୍ବର୍ନ୍ଧନା ସଭାରେ ଜିଲ୍ଲ
ଜିଲ୍ଲାପାଳଙ୍କୁ ଭେଟିଲେ ଜିଲ୍ଲାର ବ୍ଲକ ଅଧ୍ୟକ୍ଷ


କେନ୍ଦ୍ରାପଡ଼ା, ୩୦ ଜୁଲାଇ(ହି.ସ.) – କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବ୍ଲକ ଅଧ୍ୟକ୍ଷ ମାନେ ନୂତନ ଜିଲ୍ଲାପାଳଙ୍କୁ ଭେଟି ସମ୍ବର୍ନ୍ଧନା ଦେବା ସହ ବ୍ଲକର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ । ଗରଦପୁର ବ୍ଲକ ଅଧ୍ୟକ୍ଷ ଅଭୟ କୁମାର ମହାରାଜଙ୍କ ନେତୃତ୍ୱରେ ଆୟୋଜିତ ଏହି ସମ୍ବର୍ନ୍ଧନା ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଲିଲିତା ଦାସ, ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ରଶ୍ମିତ ସେଠୀ, ମଧୁସ୍ମିତା ସାମଲ, ମୀରାରାଣୀ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ବ୍ଲକର ଉନ୍ନୟନ ମୂଳକ କାର୍ଯ୍ୟ ଓ ନୂତନ ଯୋଜନା ସଂପର୍କରେ ଆଲୋଚନା କରିଥିଲେ।

ହିନ୍ଦୁସ୍ଥାନ ସମାଚାର/ରବି/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande