ଆସନ୍ତାକାଲିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
ଭୁବନେଶ୍ୱର, 31 ଜୁଲାଇ (ହି.ସ.)- ଆସନ୍ତାକାଲିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଗତ ମେ’ ୧ରୁ ଆଜି ପର୍ଯ୍ୟନ୍ତ ଦୀର୍ଘ ୩ ମାସ ବନ୍ଦ ରହିଛି ଭିତରକନିକା । ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିଲା । ପର୍ଯ୍ୟଟକଙ୍କୁ
ଆସନ୍ତାକାଲିଠାରୁ     ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ


ଭୁବନେଶ୍ୱର, 31 ଜୁଲାଇ (ହି.ସ.)- ଆସନ୍ତାକାଲିଠାରୁ

ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଗତ ମେ’ ୧ରୁ ଆଜି ପର୍ଯ୍ୟନ୍ତ ଦୀର୍ଘ ୩ ମାସ ବନ୍ଦ ରହିଛି ଭିତରକନିକା । ବିରଳ ବଉଳା କୁମ୍ଭୀରଙ୍କ

ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିଲା । ପର୍ଯ୍ୟଟକଙ୍କୁ ସ୍ଵାଗତ କରିବା ଲାଗି

ବନ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande