କାଲି କ୍ୟାବିନେଟ୍‌
ଭୁବନେଶ୍ୱର, ୩୧ ଜୁଲାଇ (ହି.ସ)- ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି (ଶୁକ୍ରବାର) ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ ଠାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା

 rajesh pande