ଭୁବନେଶ୍ୱର,୩୧ ଜୁଲାଇ (ହି.ସ)- ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ପହଂଚିଛନ୍ତି। ପ୍ରୟାସ ବିଜେପି ଦଳରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। କିଛି ଦିନ ତଳେ ବିଜେଡି ଛାଡିଥିଲେ ପ୍ରୟାସକାନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା