ତେଲେଙ୍ଗାନାର କାରଖାନାରେ ଘଟିଥିବା ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଓଡ଼ିଆ ପରିବାରକୁ 10ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 4 ଜୁଲାଇ (ହି.ସ.)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତେଲେଙ୍ଗାନାର ଏକ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ବ୍ୟକ୍ତିମାନଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ନେଇ ଘୋଷଣା
ତେଲେଙ୍ଗାନାର କାରଖାନାରେ ଘଟିଥିବା ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଓଡ଼ିଆ ପରିବାରକୁ     10ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 4 ଜୁଲାଇ (ହି.ସ.)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତେଲେଙ୍ଗାନାର ଏକ କାରଖାନାରେ

ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ବ୍ୟକ୍ତିମାନଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ

ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ନେଇ ଘୋଷଣା କରିଛନ୍ତି ।

ଏହା ସହିତ ରାଜ୍ୟ ସରକାରଙ୍କ ଏକ ଅଧିକାରୀ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର ଓ ଚିକିତ୍ସା

କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande