ଭୁବନେଶ୍ୱର, 4 ଜୁଲାଇ (ହି.ସ.)
- ସ୍ୱାମୀ ବିବେକାନନ୍ଦଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି
ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସମଗ୍ର ବିଶ୍ୱରେ
ସନାତନ ଧର୍ମ ଏବଂ ଭାରତୀୟ ସଂସ୍କୃତିର ପ୍ରଚାର ପ୍ରସାର କରିବା ସହ ଯୁବବର୍ଗଙ୍କ ପାଇଁ ପ୍ରେରଣାର
ପ୍ରତୀକ ସାଜିଆସିଥିବା ମହାନ ଦାର୍ଶନିକ ତଥା ଆଧ୍ୟାତ୍ମିକ ଗୁରୁ ସ୍ୱାମୀ ବିବେକାନନ୍ଦଙ୍କ
ପୂଣ୍ୟତିଥି ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା