ଭୁବନେଶ୍ୱର, 5 ଜୁଲାଇ (ହି.ସ.)- ପବିତ୍ର
ବାହୁଡ଼ା ଯାତ୍ରାର ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବାହୁଡ଼ା ଯାତ୍ରାର ଅଭିନନ୍ଦନ।
ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ,
ଶାନ୍ତି ଏବଂ ସମୃଦ୍ଧିରେ ଭରିଯାଉ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା