ପବିତ୍ର ବାହୁଡା ଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 5 ଜୁଲାଇ (ହି.ସ.)- ପବିତ୍ର ବାହୁଡା ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ,ନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଅଗଣିତ ଜଗନ୍ନାଥ ପ୍ରେମୀ ଭକ୍ତମାନଙ୍କୁ ଅନେକ ଅନେକ ଶୁଭେଚ୍ଛା
ପବିତ୍ର ବାହୁଡା ଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 5 ଜୁଲାଇ (ହି.ସ.)- ପବିତ୍ର ବାହୁଡା ଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ,ନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର

ବାହୁଡ଼ା ଯାତ୍ରା ଅବସରରେ ଅଗଣିତ ଜଗନ୍ନାଥ ପ୍ରେମୀ ଭକ୍ତମାନଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ

ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ କୃପା ସମସ୍ତଙ୍କ ଉପରେ ରହୁ ଏତିକି ପ୍ରାର୍ଥନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande