ଭୁବନେଶ୍ୱର, 6 ଜୁଲାଇ (ହି.ସ.) ଆଜି ଶ୍ରୀଜୀଉଙ୍କ ସୁନାବେଶ ଅନୁଷ୍ଠିତ ହେବ । ଏହି
ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ
ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଶ୍ରୀଜୀଉଙ୍କ ‘ସୁନାବେଶ’ ଅବସରରେ ହାର୍ଦ୍ଦିକ
ଅଭିନନ୍ଦନ । ମହାପ୍ରଭୁ ସମସ୍ତଙ୍କର ମଙ୍ଗଳ କରନ୍ତୁ, ଏହା କାମନା । ଜୟ ଜଗନ୍ନାଥ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା