ଭୁବନେଶ୍ୱର, 06 ଜୁଲାଇ (ହି.ସ.) ଚିକିତ୍ସା ପାଇଁ ଡାକ୍ତରଖାନା ସ୍ଥାନାନ୍ତର ସମୟରେ
ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବିରିପୁର ଅଞ୍ଚଳର ଶଙ୍କର ମହାରଣାଙ୍କ ଦେହାନ୍ତ ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ
ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାର ପାଇଁ
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ₹୪ ଲକ୍ଷର ଅନୁକମ୍ପାମୂଳକ
ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ