ପ୍ରଧାନମନ୍ତ୍ରୀଙ୍କୁ ବ୍ୟୁନସ ଏୟାର୍ସ ସହରର ଚାବି ପ୍ରଦାନ
ନୂଆଦିଲ୍ଲୀ, 6 ଜୁଲାଇ (ହି.ସ.)- ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀଙ୍କୁ ବ୍ୟୁନସ୍ ଏୟାର୍ସ ନଗର ସରକାରଙ୍କ ମୁଖ୍ୟ ଶ୍ରୀ ଜର୍ଜ ମ୍ୟାକ୍ରି ବ୍ୟୁନସ୍ ଏୟାର୍ସ ସହରର ଚାବି ପ୍ରଦାନ କରିଛନ୍ତି । ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ବ୍ୟୁନସ୍ ଏ
ପ୍ରଧାନମନ୍ତ୍ରୀଙ୍କୁ     ବ୍ୟୁନସ ଏୟାର୍ସ ସହରର ଚାବି ପ୍ରଦାନ


ନୂଆଦିଲ୍ଲୀ, 6 ଜୁଲାଇ (ହି.ସ.)- ପ୍ରଧାନମନ୍ତ୍ରୀ

ଶୀ ନରେନ୍ଦ୍ର ମୋଦୀଙ୍କୁ ବ୍ୟୁନସ୍ ଏୟାର୍ସ ନଗର ସରକାରଙ୍କ ମୁଖ୍ୟ ଶ୍ରୀ ଜର୍ଜ ମ୍ୟାକ୍ରି

ବ୍ୟୁନସ୍ ଏୟାର୍ସ ସହରର ଚାବି ପ୍ରଦାନ କରିଛନ୍ତି । ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ

କହିଛନ୍ତି ଯେ, “ବ୍ୟୁନସ୍

ଏୟାର୍ସ ନଗର ସରକାରଙ୍କ ମୁଖ୍ୟ ଶ୍ରୀ ଜର୍ଜ ମ୍ୟାକ୍ରିଙ୍କ ଠାରୁ ବ୍ୟୁନସ୍ ଏୟାର୍ସ ସହରର ଚାବି

ଗ୍ରହଣ କରି ସମ୍ମାନିତ ହୋଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande