ଆସନ୍ତାକାଲି ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 8 ଜୁଲାଇ (ହି.ସ.)- ଆସନ୍ତାକାଲି ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ୧୦ ତାରିଖରେ ଇଷ୍ଟନ ଜୋନାଲ କାଉନସିଲ ବୈଠକ । ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ପୂର୍ବାଞ୍ଚଳ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଏଥିରେ ସାମିଲ ହେବେ । ମାଓବାଦ
ଆସନ୍ତାକାଲି ଝାଡ଼ଖଣ୍ଡ     ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 8 ଜୁଲାଇ (ହି.ସ.)- ଆସନ୍ତାକାଲି

ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ୧୦ ତାରିଖରେ ଇଷ୍ଟନ ଜୋନାଲ କାଉନସିଲ ବୈଠକ । ଗୃହ

ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ପୂର୍ବାଞ୍ଚଳ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ

ଏଥିରେ ସାମିଲ ହେବେ । ମାଓବାଦ ପ୍ରସଙ୍ଗରେ ହୋଇପାରେ ଆଲୋଚନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande