ମନମୋହନ ସାମଲଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 8 ଜୁଲାଇ (ହି.ସ.) - ମନମୋହନ ସାମଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ରାଜ୍ୟ ବିଜେପି ସଭାପତି ଭାବେ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ଶ
ମନମୋହନ ସାମଲଙ୍କୁ     ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 8 ଜୁଲାଇ (ହି.ସ.)

- ମନମୋହନ

ସାମଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ

ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ରାଜ୍ୟ ବିଜେପି ସଭାପତି ଭାବେ

ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ଶୁଭେଚ୍ଛା । ତାଙ୍କ ନେତୃତ୍ୱରେ ଦଳୀୟ ସଂଗଠନ ଆହୁରି

ଅଧିକ ସୁଦୃଢ଼ ହେବା ସହ ରାଜ୍ୟରେ ବିଜେପି ପ୍ରତି ଜନଆସ୍ଥା ବୃଦ୍ଧି ପାଇବ ବୋଲି ମୋର

ବିଶ୍ୱାସ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande