ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ଜାରି
ଭୁବନେଶ୍ୱର, 8 ଜୁଲାଇ (ହି.ସ.)- ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି । ଏବେ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୦୮.୦୪ ଫୁଟ୍‌ରହିଛି । ହୀରାକୁଦକୁ ପ୍ରବେଶ କରୁଛି ୨ ଲକ୍ଷ ୩୩ ହଜାର ୮୨୪ କ୍ୟୁସେକ ଜଳ । ନିଷ୍କାସନ ହେଉଛି ୩ ଲକ୍ଷ ୩୨ ହଜାର ୪୯୧
ହୀରାକୁଦ ଡ୍ୟାମ୍‌ର ୨୦ଟି     ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ଜାରି


ଭୁବନେଶ୍ୱର, 8 ଜୁଲାଇ (ହି.ସ.)- ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍‌ ଦେଇ ବନ୍ୟା ଜଳ

ନିଷ୍କାସନ ଜାରି ରହିଛି । ଏବେ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୦୮.୦୪ ଫୁଟ୍‌ରହିଛି । ହୀରାକୁଦକୁ

ପ୍ରବେଶ କରୁଛି ୨ ଲକ୍ଷ ୩୩ ହଜାର ୮୨୪ କ୍ୟୁସେକ ଜଳ । ନିଷ୍କାସନ ହେଉଛି ୩ ଲକ୍ଷ ୩୨ ହଜାର ୪୯୧

କ୍ୟୁସେକ ଜଳ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande