କେନ୍ଦୁଝର, ୯ ଜୁଲାଇ (ହି.ସ.) - ଆଜି କେନ୍ଦୁଝର ସହରର ଏନ୍ ଏସ ପୋଲିସ ହାଇସ୍କୁଲ ପରିସରରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ମିଶି ସ୍କୁଲ ପରିସରରେ ବୃକ୍ଷ ରୋପଣ କରିଥିଲେ ।
ହିନ୍ଦୁସ୍ଥାନ ସମାଚାର/ସନ୍ତୋଷ/ଭାନୁ
ହିନ୍ଦୁସ୍ଥାନ ସମାଚାର / SANTOSH MOHAPATRA