ଗୁଡଭେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଅଧିକାରୀ ଭାବେ ସୂର୍ଯ୍ୟକାନ୍ତ ମହାପାତ୍ରଙ୍କ ଯୋଗଦାନ
ବଲାଙ୍ଗିର, ୧ ଅଗଷ୍ଟ (ହି.ସ.)- ବଲାଙ୍ଗିର ଜିଲ୍ଲା ଗୁଡଭେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଅଧିକାରୀ ଭାବେ ସୂର୍ଯ୍ୟକାନ୍ତ ମହାପାତ୍ର ଯୋଗଦାନ କରିଛନ୍ତି। ସ୍ବାସ୍ଥ୍ୟସେବାରୁ କେହି ଯେପରି ବଞ୍ଚିତ ନହେବେ ସେଥି ପ୍ରତି ବିଶେଷ ଧ୍ୟାନ ଦିଆଯିବ । ଲୋକେ କିପରି ଉତ୍ତମ ସ୍ବାସ୍ଥ୍ୟ ସେବା ପାଇବେ ଏବଂ ବି
ଗୁଡଭେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ର ନୂତନ ଅଧିକାରୀ ଭାବେ ସୂର୍ଯ୍ୟକାନ୍ତ ମହାପାତ୍ର ଯୋଗଦାନ


ବଲାଙ୍ଗିର, ୧ ଅଗଷ୍ଟ (ହି.ସ.)- ବଲାଙ୍ଗିର ଜିଲ୍ଲା ଗୁଡଭେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଅଧିକାରୀ ଭାବେ ସୂର୍ଯ୍ୟକାନ୍ତ ମହାପାତ୍ର ଯୋଗଦାନ କରିଛନ୍ତି। ସ୍ବାସ୍ଥ୍ୟସେବାରୁ କେହି ଯେପରି ବଞ୍ଚିତ ନହେବେ ସେଥି ପ୍ରତି ବିଶେଷ ଧ୍ୟାନ ଦିଆଯିବ । ଲୋକେ କିପରି ଉତ୍ତମ ସ୍ବାସ୍ଥ୍ୟ ସେବା ପାଇବେ ଏବଂ ବିଭିନ୍ନ ସମୟରେ ଗ୍ରାମାଞ୍ଚଳର ଲୋକମାନଙ୍କୁ ସ୍ବାସ୍ଥ୍ୟ ବିଷୟରେ ସଚେତନ କରିବା ପାଇଁ ଚେଷ୍ଟା କରାଯିବ ବୋଲି ନୂତନ ଭାବେ ଯୋଗଦେଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଶ୍ରୀ ମହାପାତ୍ର ପ୍ରକାଶ କରିଥିଲେ। ତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀ ମାନେ ସ୍ବାଗତ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande