ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଯେଉଁମାନେ ସମ୍ପୃକ୍ତ କାହାରିକୁ ଛଡ଼ା ଯିବନି - ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୦୧ ଅଗଷ୍ଟ (ହି.ସ)- ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ କାର୍ଯ୍ୟାନୁଷ୍ଠାନ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସରକାରରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଇଛି। ପ୍ରଶ୍ନପତ୍ର ଲିକ୍ ରେ ଯେଉଁମାନେ ବି ସମ୍ପୃକ୍ତ କା
ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଯେଉଁମାନେ ସମ୍ପୃକ୍ତ କାହାରିକୁ ଛଡ଼ା ଯିବନି - ଗଣଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର,୦୧ ଅଗଷ୍ଟ (ହି.ସ)- ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ କାର୍ଯ୍ୟାନୁଷ୍ଠାନ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସରକାରରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଇଛି। ପ୍ରଶ୍ନପତ୍ର ଲିକ୍ ରେ ଯେଉଁମାନେ ବି ସମ୍ପୃକ୍ତ କାହାରିକୁ ଛଡ଼ା ଯିବନି।

କ୍ରାଇମବ୍ରାଂଚ ତଦନ୍ତ କରୁଛି ଯିଏ ଦୋଷୀ ସମସ୍ତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande