ଆଜ ରାଜ୍ୟ କ୍ୟାବିନେଟ ବୈଠକ
ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.) ଆଜି ଶୁକ୍ରବାର ରାଜ୍ୟ ସରକାରଙ୍କ କ୍ୟାବିନେଟର ଗୁରୁତ୍ୱପୂର୍ଣ ବୈଠକ ବସିବ। ଅପରାହ୍ନରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ବୋଲି ସରକାରୀ ସୂତ୍ରରୁ ପ୍ରକାଶ । ଏହି ବୈଠକରେ ବିଭିନ୍ନ ବିଭାଗ ପକ୍ଷରୁ ଅନେକ ପ୍ରସ୍ତାବ କ୍
ଆଜ ରାଜ୍ୟ କ୍ୟାବିନେଟ ବୈଠକ


ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.) ଆଜି ଶୁକ୍ରବାର ରାଜ୍ୟ ସରକାରଙ୍କ କ୍ୟାବିନେଟର ଗୁରୁତ୍ୱପୂର୍ଣ ବୈଠକ ବସିବ। ଅପରାହ୍ନରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ବୋଲି ସରକାରୀ ସୂତ୍ରରୁ ପ୍ରକାଶ । ଏହି ବୈଠକରେ ବିଭିନ୍ନ ବିଭାଗ ପକ୍ଷରୁ ଅନେକ ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବା ସମ୍ଭାବନା ଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande