ମହେଶ ଚନ୍ଦ୍ର ସୁବାହୁ ସିଂହଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 1 ଅଗଷ୍ଟ (ହି.ସ.)- ମହେଶ ଚନ୍ଦ୍ର ସୁବାହୁ ସିଂହଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ ତଥା ଢେଙ୍କାନାଳ ପ୍ରଜାମଣ୍ଡଳ ଆ
ମହେଶ ଚନ୍ଦ୍ର ସୁବାହୁ     ସିଂହଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 1 ଅଗଷ୍ଟ (ହି.ସ.)- ମହେଶ ଚନ୍ଦ୍ର

ସୁବାହୁ ସିଂହଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ

ତଥା ଢେଙ୍କାନାଳ ପ୍ରଜାମଣ୍ଡଳ ଆନ୍ଦୋଳନର ଅନ୍ୟତମ ପୁରୋଧା ମହେଶ ଚନ୍ଦ୍ର ସୁବାହୁ ସିଂହଙ୍କ

ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande