ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 1 ଅଗଷ୍ଟ (ହି.ସ.)- ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ ଲୋକମାନ୍ୟ ବାଲ ଗଙ୍ଗାଧର
ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 1 ଅଗଷ୍ଟ (ହି.ସ.)- ଲୋକମାନ୍ୟ ବାଲ ଗଙ୍ଗାଧର ତିଲକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ ଲୋକମାନ୍ୟ ବାଲ ଗଙ୍ଗାଧର

ତିଲକଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ସ୍ୱରାଜର ପ୍ରଣେତା ଭାବେ ତାଙ୍କର

ଜୀବନଦର୍ଶନ, ଆଦର୍ଶ ଏବଂ ବ୍ୟକ୍ତିତ୍ୱ ସର୍ବଦା ପ୍ରେରଣାରଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande