ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ
ଭୁବନେଶ୍ୱର, 1 ଅଗଷ୍ଟ (ହି.ସ.)- ରତ୍ନ ଭଣ୍ଡାର ଓ ଗଣତି ମଣତି କରିବେ ଆରବିଆଇ ଏକ୍ସପର୍ଟ । ମହାପ୍ରଭୁଙ୍କ ରତ୍ନ ଗଣତି ମଣତି ନେଇ ଆରବିଆଇ ଦୁଇ ଜଣ ଏକ୍ସପର୍ଟଙ୍କୁ ମନୋନୀତ କରି ଆମକୁ ଜଣାଇଛନ୍ତି । ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଆମେ ଖୁବ କମ ଦିନ ମଧ୍ୟରେ ପରିଚାଳନା କମିଟି ଗଠନ କରିଦ
ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ


ଭୁବନେଶ୍ୱର, 1 ଅଗଷ୍ଟ (ହି.ସ.)- ରତ୍ନ ଭଣ୍ଡାର ଓ ଗଣତି ମଣତି କରିବେ ଆରବିଆଇ ଏକ୍ସପର୍ଟ । ମହାପ୍ରଭୁଙ୍କ ରତ୍ନ

ଗଣତି ମଣତି ନେଇ ଆରବିଆଇ ଦୁଇ ଜଣ ଏକ୍ସପର୍ଟଙ୍କୁ ମନୋନୀତ କରି ଆମକୁ ଜଣାଇଛନ୍ତି । ପରବର୍ତ୍ତୀ

ପଦକ୍ଷେପ ସ୍ୱରୂପ ଆମେ ଖୁବ କମ ଦିନ ମଧ୍ୟରେ ପରିଚାଳନା କମିଟି ଗଠନ କରିଦେବୁ । ପରିଚଳନା

କମିଟିର ଅନୁମତି କ୍ରମେ ଉଚ୍ଚ ସ୍ତରୀୟ କମିଟି ରତ୍ନ ଗୁଡିକୁ ଭିତର ରତ୍ନ ଭଣ୍ଡାରକୁ

ସ୍ଥାନାନ୍ତରିତ କରିବେ । ତାହା ପରେ ତାରିଖ ନିର୍ଦ୍ଧାରଣ କରି ଆରବିଆଇର ଦୁଇ ଜଣ ସଦସ୍ୟଙ୍କ

ଉପସ୍ଥିତିରେ ଗଣତି ମଣତି ହେବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande