ବର୍ଷା ନେଇ ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର, 1 ଅଗଷ୍ଟ (ହି.ସ.) - ବର୍ଷା ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ବର୍ଷା, ବଜ୍ରପାତ ସହ ୩୦ରୁ ୪୦ କି.ମି ପବନ ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞ
ବର୍ଷା ନେଇ ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି


ଭୁବନେଶ୍ୱର, 1 ଅଗଷ୍ଟ (ହି.ସ.)

- ବର୍ଷା ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର,

ମୟୂରଭଞ୍ଜ

ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ବର୍ଷା, ବଜ୍ରପାତ ସହ ୩୦ରୁ ୪୦

କି.ମି ପବନ ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ

ସୂଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande