ଯୋଡାରେ ବିଦ୍ୟୁତ ଆଘାତରେ ନାବାଳକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, 4ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା
ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.) -କେନ୍ଦୁଝର ଜିଲ୍ଲା ଯୋଡ଼ାଠାରେ ବିଦ୍ୟୁତ ଆଘାତରେ ନାବାଳକ ଅରୁଣ ବୋବୋଙ୍ଗା (ପିତା-ଗୋବିନ୍ଦ ବୋବୋଙ୍ଗା) ଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ପ୍ରତି ସ
ଯୋଡାରେ ବିଦ୍ୟୁତ ଆଘାତରେ     ନାବାଳକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, 4ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା


ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)

-କେନ୍ଦୁଝର

ଜିଲ୍ଲା ଯୋଡ଼ାଠାରେ ବିଦ୍ୟୁତ ଆଘାତରେ ନାବାଳକ ଅରୁଣ ବୋବୋଙ୍ଗା (ପିତା-ଗୋବିନ୍ଦ ବୋବୋଙ୍ଗା)

ଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ

କରିବା ସହ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ

ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା

କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande