ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ସ୍ମରଣ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)- ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ସ୍ମୃତିଚାରଣ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତ କଣ୍ଠଶିଳ୍ପୀ ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ଜୟନ୍ତୀରେ ମ
ପଣ୍ଡିତ ରଘୁନାଥ     ପାଣିଗ୍ରାହୀଙ୍କ ସ୍ମରଣ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)- ପଣ୍ଡିତ

ରଘୁନାଥ ପାଣିଗ୍ରାହୀଙ୍କ ସ୍ମୃତିଚାରଣ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ସୋସିଆଲ ମିଡିଆ ଏକ୍ସରେ

ନବୀନ କହିଛନ୍ତି ଯେ, ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତ କଣ୍ଠଶିଳ୍ପୀ ପଣ୍ଡିତ ରଘୁନାଥ

ପାଣିଗ୍ରାହୀଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଜୟଦେବଙ୍କ ଗୀତଗୋବିନ୍ଦ ଗାଇବାର

ଅସାଧାରଣ ଦକ୍ଷତା ତାଙ୍କୁ ସ୍ୱତନ୍ତ୍ର କରିଛି। ଓଡ଼ିଶୀ ସଙ୍ଗୀତର ଗରିମା ବୃଦ୍ଧିରେ ତାଙ୍କ

ସମର୍ପିତ ଜୀବନ ସର୍ବଦା ପ୍ରେରଣାର ଉତ୍ସ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande