ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)
- ନବରଙ୍ଗପୁରରେ
'ଚାଏ ପେ ଚର୍ଚ୍ଚା' ରେ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ
ଡ.ମୁକେଶ ମହାଲିଙ୍ଗ । ନବରଙ୍ଗପୁର ବିଧାୟକ ଶ୍ରୀ ଗୌରୀ ଶଙ୍କର ମାଝୀ, ପୂର୍ବତନ ସାଂସଦ ଶ୍ରୀ ପର୍ଶୁରାମ ମାଝୀ, ଜିଲ୍ଲା ସଭାପତି ଶ୍ରୀ କୁଞ୍ଜ ଦାସ, ପୂର୍ବତନ ଜିଲ୍ଲା ସଭାପତି ଶ୍ରୀ ଜଗଦୀଶ ବିଶୋଇ, ବରିଷ୍ଠ ନେତା କାହ୍ନୁ ଦାସ, ଯୁବ କାର୍ଯ୍ୟକର୍ତ୍ତା ସୁଭମ ଚୌଧୁରୀ, ଦଳୀୟ
କାର୍ଯ୍ୟକର୍ତ୍ତା ଏବଂ ସ୍ଥାନୀୟ ଜନସାଧାରଣଙ୍କ ଉପସ୍ଥିତିରେ 'ଚାଏ ପେ ଚର୍ଚ୍ଚା' ରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ସମ୍ପର୍କରେ ଆଲୋଚନା କରାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା